Masthead

ଅନନ୍ତ ଶୟନରେ ଫାର୍ମାସିଷ୍ଟ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ମେଡିସିନ ଷ୍ଟୋର ସାମନାରେ ଶୋଇଲେ ନିଶାଶକ୍ତ ଫାର୍ମାସିଷ୍ଟ । ଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବରିଷ୍ଠ ଫାର୍ମାସିଷ୍ଟ ଦାଶରଥୀ ଦାସ ସ୍ଥାନୀୟ ବଜାରରେ ଶୋଇଥିବା ଦେଖିବାକୁ ମିଳିଛି । ଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭଣ୍ଡାର ରକ୍ଷକ ଓ ମେଡିସିନ ବିତରଣ କାର୍ଯ୍ୟ କରୁଥିବା ଦାଶରଥୀଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର