Masthead

ପୁରୀରେ ହାଜତ ମୃତ୍ୟୁ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀର ଏକ ଥାନା ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କର ବୁଧବାର ରାତିରେ ମୃତ୍ୟୁ ହୋଇଛି । ପୋଲିସ ମାଡ଼ରେ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ପୋଲିସର କାର୍ଯ୍ୟକଳାପକୁ ନେଇ ଏବେ ସହରରେ ଚର୍ଚ୍ଚା ଜୋର ଧରିଛି । ଏଭଳି ଅଭାବନନୀୟ ଘଟଣା ପୁରୀ ବାସେଳୀ ସାହି ଥାନାରେ ଘଟିଥିବା ସହରରେ ଆଲୋଚନା ହେଉଛି । ପୋଲିସ ଶବକୁ ମର୍ଗ ହାଉସରେ ରଖିଛି । ସେଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ