Masthead

ସଡ଼କ ଦୁର୍ଘଟଣାରେ ୨ ମୃତ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ବୁଧବାର ବିଳମ୍ବିତ ରାତିରେ ରେଢାଖୋଲ ନାକଟିଦେଉଲ ରାସ୍ତା ନିକଟସ୍ଥ ଡିମିରିକୁଦା ପୋଲରେ ବାଇକ ଧକ୍କାରେ ଦୁଇ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ନାକଟିଦେଓଳ ପଟୁ ରେଢାଖୋଲକୁ ଫେରିବା ସମୟରେ ରେଢାଖୋଲଠାରୁ ୪କିଲୋମିଟର ଦୂରରେ ଥିବା ଡିମିରିକୁଦା ପୋଲରେ ବାଇକଟି ଧକ୍କା ହୋଇଥିଲା । ମୃତକମାନେ ହେଲେ ରେଢାଖୋଲର ଅଭିଜିତ ପାଣିଗ୍ରାହୀ(୨୬) ଓ ରାମଚନ୍ଦ୍ର ପ୍ରଧାନ (୨୫) ଘଟଣାସ୍ଥଳରେ ରେଡାଖୋଲ ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ମୄତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି