Masthead

ପୁରୀ ହାଜତ ମୃତ୍ୟୁ ଘଟଣାରେ କ’ଣ କହୁଛନ୍ତି ଏସପି

ପୁରୀ (ବଡ଼ ଖବର ବ୍ୟୁରୋ): ପୋଲିସ ହେପାଜତରେ କେ. ରମେଶଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ପୁରୀରେ ଲାଗିରହିଛି ଉତ୍ତେଜନା । ଏ ସମ୍ପର୍କରେ ମୁହଁ ଖୋଲିଛନ୍ତି ପୁରୀ ଏସପି । ଆଜି ସକାଳେ ପୁରୀ ଅଖିଳେଶ୍ୱର ସିଂ ତାଙ୍କ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ ଡକାଇଥିଲେ । ସେ କହିଛନ୍ତି, ରମେଶ ଏକ ମାରଣାଅସ୍ତ୍ର ଧରି ଯାଉଥିବା ବେଳେ ପୋଲିସ ତାଙ୍କୁ କାବୁ କରିଥିଲା । ଏହି ସମୟରେ ଉଭୟ ପକ୍ଷଙ୍କ ମଧ୍ୟରେ ହୋଇଥିଲା ଧସ୍ତାଧସ୍ତି ।

ଆହତ ରମେଶଙ୍କୁ ପୁରୀ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ରମେଶଙ୍କ ଧସ୍ତାଧସ୍ତି ବେଳେ କିଛି ପୋଲିସ କର୍ମଚାରୀମାନେ ମଧ୍ୟ ଆହତ ହୋଇଛନ୍ତି । ପୋଲିସ ମାଡ଼ରେ ରମେଶ ମୃତ୍ୟୁ ଘଟିଛି ବୋଲି ଯାହା କୁହାଯାଉଛି ସତ ନୁହେଁ ବୋଲି ଏସପି ସଫେଇ ଦେଇଛନ୍ତି । ତେବେ ଏନଏଚଆରସିଙ୍କ ଗାଇଡଲାଇନ ଅନୁସାରେ ତଦନ୍ତ କରାଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼