ପଢ଼ନ୍ତୁ ହାଜତ ମୃତ୍ୟୁକୁ ନେଇ କ’ଣ କହୁଛନ୍ତି ଡିଜି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀର ବାସେଳୀ ସାହି ଓ ସୁନ୍ଦରଗଡ଼ର ବୀରମିତ୍ରପୁର ଥାନା ପୋଲିସଙ୍କ ମାଡ଼ରେ ୨ ଅଭିଯୁକ୍ତଙ୍କ ମୃତ୍ୟୁ ରାଜ୍ୟରେ ଆଲୋଡନ ଖେଳାଦେଇଛି । ପୋଲିସ ସହ ଧସ୍ତାଧସ୍ତିରେ ପୁରୀର କେ.ରମେଶଙ୍କ ମୃତ୍ୟୁ ହୋଇଥିବା ବେଳେ କରବଲହା ରୋଡର ସାରିକ ସଲିମଙ୍କ ମୃତ୍ୟୁକୁ ନେଇ ସସପେନ୍ସ ଲାଗି ରହିଛି । ତେବେ ହେି ୨ ଘଟଣାକୁ ନେଇ ବୀରମିତ୍ରପୁର ଓ ପୁରୀରେ ଜନ ଅସନ୍ତୋଷ ଉଗ୍ର ହେବାରେ ଲାଗିଛି । ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପୋଲିସ ଡିଜି ଅଭୟ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି । ଶବ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ଏନଏଚଆରସି ଗାଇଡଲାଇନ ଅନୁସାରେ ତଦନ୍ତ କରାଯିବ ବୋଲି ଡିଜିପି ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!