Masthead

ନେଇଗଲେ ମା’ଙ୍କ ଅଳଙ୍କାର

ଟାଙ୍ଗୀ-ଚୌଦ୍ୱାର(ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ଚୌଦ୍ୱାର ଦକ୍ଷିଣ କାଳୀ ମନ୍ଦିରରୁ ବୁଧବାର ରାତିରେ ଚୋରି ହୋଇଯାଇଛି । ରାତିରେ ମନ୍ଦିରରେ କେହି ରହୁନଥିବାର ସୁଯେ୍ଧଜ୍ଞ ନେଇ ବିଳମ୍ବିତ ରାତ୍ରିରେ ଲୁଟେରାମାନେ ମା’ଙ୍କ ପଛପଟ ଗେଟ ଦେଇ ଭିତରକୁ ପ୍ରବେଶ କରିଥିଲେ । ଗମ୍ଭୀରା ଭିତରୁ ମା’ଙ୍କ ସୁନାର ଆଖି, ସୁନାର ବାହୁଟି, ସୁନାର ମଙ୍ଗଳସୂତ୍ର ଇତ୍ୟାଦି ଅନେକ ବହୁ ମୂଲ୍ୟବାନ ଜିନିଷ ଲୁଟି ନେଇଥିଲେ । ଯିବାପୂର୍ବରୁ ହୁଣ୍ଡିରେ ଥିବା ନଗଦ ଟଙ୍କା ମଧ୍ୟ ନେଇଯାଇଥିଲେ । ମନ୍ଦିର ଚୋରି ସମ୍ପର୍କରେ ଖବର ପାଇ ଚୌଦ୍ୱାର ଥାନା ଭାରପ୍ରାପ୍ତ ଅଧିକାରୀ ବିରଞ୍ଚିନାରାୟଣ ପତି ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ତୁରନ୍ତ ଚୋରକୁ ଗିରଫ କରାଯିବା ସହ ଚୋରି ସାମଗ୍ରୀ ଉଦ୍ଧାର କରାଯିବ ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରତିଶ୍ରୁତି ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା