Masthead

ରାସ୍ତାକଡ଼ରୁ ଶବ ଉଦ୍ଧାର

ଟାଙ୍ଗୀ-ଚୌଦ୍ୱାର(ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ କପିଳାସ-ଟାଙ୍ଗି ରାସ୍ତାକଡ କୁସୁନପୁର ନିକଟରେ ଆଜି ସକାଳେ ଏକ ଜାରିପାଲରେ ଗୁଡା ହୋଇ କିଛି ପଡିଥିବାର ସ୍ଥାନୀୟ ଲୋକେ ଦେଖିଥିଲେ । ସେଥିରୁ ଦୁର୍ଗନ୍ଧ ବାହାରୁଥିବାରୁ ଲୋକମାନେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଜରିପାଲ ଖୋଲି ଦେଖିବାରୁ ତାହା ଭିତରେ ୨ଟି ଅଖାରେ ଗୋଟେ ମୃତଦେହ ଥିବା ଦେଖିବାକୁ ମିଳିଥିଲା। ମୃତଦେହଟି ଏକ ଗାଡି କଭରରେ ଗୁଡାଯାଇଥିବା ପ୍ରତକ୍ଷଦର୍ଶୀଙ୍କ କହିଛନ୍ତି । ବୁଧବାର ରାତିରେ କେହି ଏହି ମୃତ ଦେହଟିକୁ ଏଠି ପକାଇ ଦେଇଛି। ଅପରପକ୍ଷରେ ପୋଲିସ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା