Masthead

ଦେବଝରନ ଜଳପ୍ରପାତରେ ବୃକ୍ଷରୋପଣ, ସଫେଇ

ଯୁଯୁମୁରା (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ଦେବଝରନ ଜଳପ୍ରପାତ ଓଡ଼ିଶାର ସମସ୍ତ ଜଳପ୍ରପାତ ମଧ୍ୟରେ ବେଶ୍ ପ୍ରସିଦ୍ଧ। ଏଠାରେ ପର୍ୟ୍ୟଟକମାନେ ପ୍ରକୃତିର ମନଲୋଭା ଦୃଶ୍ୟକୁ ଉପଭୋଗ କରି ବିଭୋର ହୋଇଯାଆନ୍ତି। ଆଜି ଦେବଝରନ ବିକାଶ ମଞ୍ଚ ସଦସ୍ୟମାନେ ଏଠାରେ ସଫେଇ ଓ ବୃକ୍ଷରୋପଣ କରିଥିଲେ। କାର୍ୟ୍ୟକ୍ରମରେ ମଞ୍ଚର ଅରୁଣ ଦେହୁରୀ, ଅନିଲ ପ୍ରଧାନ, ଅମିତ୍ ବିଶ୍ୱାଳ, ପ୍ରକାଶ ବିଶ୍ୱାଳ, ଋଷବ୍ ବଗର୍ତ୍ତି, ରାଜକୁମାର ସାହୁ ପ୍ରମୁଖ ସାମିଲ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି