ନ୍ୟାୟ ପାଇଁ ସତ୍ୟବାଦୀରୁ ରାଜଭବନ ପଦଯାତ୍ରା

ପିପିଲି (ବଡ଼ ଖବର ବ୍ୟୁରୋ): ମାନବ ପ୍ରେମୀ ଆଦିତ୍ୟ ଦାଶ, ନୟାଗଡ଼ର କୁନି ପରୀ ଏବଂ ପୁରୀ ହାଜତ ମୃତ୍ୟୁ ଘଟଣାରେ ନ୍ୟାୟ ପାଇଁ ସାକ୍ଷୀଗୋପାଳରୁ ରାଜଭବନ ଅଭିମୁଖେ ବାହାରିଛି ପଦଯାତ୍ରା । ଏହି ପଦଯାତ୍ରାରେ ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ରାଜ୍ୟ ମହିଳା କଂଗ୍ରେସ ସମ୍ପାଦିକା ନିରୁପମା ପାତ୍ର ଯୋଗଦେଇ ସରକାରଙ୍କ ଉପରେ ବର୍ଷିଛନ୍ତି । ରାଜରାସ୍ତାରେ ସତ୍ୟ ସାମ୍ନାକୁ ନ ଆସିଲେ ଆଗାମୀ ଦିନରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ଓ ରାଜରାସ୍ତାରେ ନିଆଁ ଜଳିବ ବୋଲି ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ