Masthead

ଟିଣ ଭାଙ୍ଗି ଚୋରି

ମୁନିଗୁଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ହନୁମାନ ବଜାରରେ ଗତ ରାତିରେ ଗୋଟିଏ ମୋବାଇଲ ଦୋକାନରୁ ଉପର ଟିଣ ଭାଙ୍ଗି ପ୍ରାୟ ୫ ଲକ୍ଷ ଟଙ୍କାର ମୋବାଇଲ ଚୋରି ହୋଇଛି। ବିଭିନ୍ନ ନାମିଦାମୀ କମ୍ପାନୀର ମୋବାଇଲ୍ ଏହି ଦୋକାନରେ ବିକ୍ରି ହେଉଥିଲା । ସକାଳୁ ଖବର ପାଇ ମୁନିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ