Masthead

ଶୀତବସ୍ତ୍ର ଦାନ କଲେ ଗ୍ରାମବାସୀ

ମହାକାଳପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଜମ୍ବୁ ପଞ୍ଚାୟତ କ୍ଷତ୍ରିୟପଡ଼ା ଗିରିଧାରୀ ମନ୍ଦିର ପରିସରରେ ଏକମାସ ବ୍ୟାପୀ କାର୍ତ୍ତିକ ବ୍ରତ ପାଳନ ଆରମ୍ଭ ହୋଇଛି । ଏଠାରେ ପ୍ରତିଦିନ ହରିନାମ ସଂକୀର୍ତ୍ତନ, ଭାଗବତ, କାର୍ତ୍ତିକ ମାହାତ୍ମ୍ୟ ପାଠ କରାଯାଉଛି । ଆଜି ଗିରିଧାରୀ ଆଶ୍ରମରେ ଗୋବିନ୍ଦଙ୍କ ବଡ଼ ପୂଜା ରହିଥିବାରୁ ଆଶ୍ରମ କମିଟି ତରଫରୁ ଗରିବ, ଅସହାୟ ଓ ମାନସିକ ବିକୃତ ଲୋକଙ୍କୁ ଅନୁଷ୍ଠାନ ପରିସରରେ ପରିଷ୍କାର ପରିଚ୍ଛନ୍ନ କରାଯାଇ ନୂତନ ବସ୍ତ୍ର ପରିଧାନ କରିବାକୁ ଦିଆଯାଇଥିଲା । ଏଥି ସହ ସେମାନଙ୍କୁ ଶୀତବସ୍ତ୍ର ପ୍ରଦାନ କରାଯାଇ ଭୋଜନ ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ଗ୍ରାମବାସୀଙ୍କ ଏପରି କାର୍ଯ୍ୟ ପାଇଁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼