Masthead

ଗ୍ରୀଡ୍ ଉଦଘାଟନ

ସାଲେପୁର (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ସାଲେପୁର ଅଞ୍ଚଳରେ ଦୁଇଟି ବିଦ୍ୟୁତ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସାଲେପୁର ବିଧାୟକ ପ୍ରଶାନ୍ତ ବେହେରାଙ୍କ ଉପସ୍ଥିତିରେ ଶକ୍ତି ମନ୍ତ୍ରୀ କ୍ୟାପଟନ ଦିବ୍ୟଶଙ୍କର ମିଶ୍ର ଦୁଇଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଆତୋଡ଼ା ଠାରେ ୩୩କେଭି ବିଦ୍ୟୁତ ଗ୍ରୀଡର ଶିଳାନ୍ୟାସ ଏବଂ ଜପକୁଦଠାରେ ୩୩/୧୧ ଗ୍ରୀଡର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମଧ୍ୟ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା