Masthead

ମାନବିକତା ଦେଖାଇଲେ ଯୁବକ

କୃଷ୍ଣପ୍ରସାଦ (ବଡ଼ ଖବର ବ୍ୟୁରୋ ): ମାନବିକତା ଦେଖାଇଲେ ଯୁବ ସମାଜସେବୀ ନିରୋଜ କୁମାର ରଣସିଂ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ହୁଞ୍ଜଣ ଗାଁ ନିକଟରେ ଭାରସମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇ ରାସ୍ତାରେ ଛଟପଟ ହେଉଥିଲେ ସାମନ୍ତରାପୁର ଗାଁର ଆରତ ବିଶ୍ୱାଳ। ସେହି ରାସ୍ତା ଦେଇ ଯାଉଥିବା ନିରୋଜ ସଙ୍ଗେ ସଙ୍ଗେ ନିଜ କାରରେ ତାଙ୍କୁ ନେଇ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ନିରୋଜଙ୍କ ଏଭଳି କାର୍ୟ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା