Masthead

ଛାତରୁ ଖସି କଏଦୀ ମୃତ

ବାଣପୁର (ବଡ଼ ଖବର ବ୍ୟୁରୋ): ଛାତରୁ ପଡ଼ି ବିଚାରାଧୀନ କଏଦୀଙ୍କ ମୃତ୍ୟୁ । ବାଣପୁର ସବଜେଲର ପ୍ରଥମ ମହଲାରୁ ପଡ଼ି ଶିବୁନ କୁର୍କୀଙ୍କ ମୃତ୍ୟୁ ହୋଇଛି । ବୁଧବାର ଝାରପଡ଼ା ଜେଲରୁ ଏଠାକୁ ସ୍ଥାନାନ୍ତରିତ ହୋଇଥିଲେ ଶିବୁନ । ଆଜି ଛାତରୁ ଖସିପଡ଼ି ସେ ଗୁରୁତର ଆହତ ହୋଇଥିଲେ । ଜେଲ କର୍ତ୍ତୃପକ୍ଷ ତାଙ୍କୁ ମେଡିକାଲ ନେଉଥିବାବେଳେ ବାଟରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଶିବୁନଙ୍କ ଘର ଆସାମ ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା