Masthead

ଧରାପଡ଼ିଲେ ଫେରାର ମହିଳା

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଅସ୍ତରଙ୍ଗ ପୋଲିସ ବ୍ରାଉନସୁଗାର ବ୍ୟବସାୟୀ ରେନ୍ଦୁଅ ଗ୍ରାମର ସଞ୍ଜୟ ବିଶ୍ୱାଳଙ୍କୁ ୧୬ ତାରିଖରେ ଗିରଫ କରି କୋର୍ଟଚାଲାଣ କରିଥିଲା । ତାଙ୍କଠାରୁ ୧୨ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଥିଲା । କିନ୍ତୁ ସଞ୍ଜୟଙ୍କ ଅନ୍ୟଜଣେ ମହିଳା ସହଯୋଗୀ ଫେରାର ହୋଇଯାଇଥିଲେ । ଅସ୍ତରଙ୍ଗ ଥାନା ଅଧିକାରୀ ବାମଦେବ ନନ୍ଦଙ୍କ ନେତୃତ୍ୱରେ ଏକ ଟିମ ଗଠନ ପୋଲିସ ଗତ ରାତିରୁ ସର୍ଚ୍ଚ ଅପରେସନ ଚଳାଇଥିଲା । ବ୍ରାଉନସୁଗାର ବ୍ୟବସାୟରେ ଲିପ୍ତ ଥିବା ରଶ୍ମିତା ବିଶ୍ୱାଳଙ୍କୁ ଆଜି ସକାଳ ୫ଟାରେ ପୋଲିସ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ