କରୋନା ଯୋଦ୍ଧାଙ୍କ ମୃତ୍ୟୁ

ଭଞ୍ଜନଗର(ବଡ଼ ଖବର ବ୍ୟୁରୋ):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ଡାକ୍ତର ଶିଶିର କୁମାର ସାବତଙ୍କ କରୋନାରେ ମୃତ୍ୟୁ ହୋଇଛି । ଭଞ୍ଜନଗର ଏସଡ଼ିଏମ୍ଓ ଙ୍କ ସୂଚନାନୁଯାୟୀ ଡାକ୍ତର ଶିଶିର ସାବତଙ୍କୁ ଗଲା କିଛିଦିନ ତଳେ ଜ୍ୱର, କାଶ ଲକ୍ଷଣ ଦେଖା ଦେଇଥିଲା। କୋଭିଡ ଟେଷ୍ଟ ପରେ ତାଙ୍କ ରିର୍ପୋଟ ପଜିଟିଭ ଆସିଥିଲା । ସଂଗରୋଧରେ ଚିକିତ୍ସିତ ହେଉଥିବାବେଳେ କାଲି ସନ୍ଧ୍ୟାରେ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ଭଂଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା ।ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!