Masthead

ବିଶ୍ୱ ଶୌଚାଳୟ ଦିବସ

ରାଉରକେଲା(ବଡ଼ ଖବର ବ୍ୟୁରୋ): ରାଉରକେଲା ମହାନଗର ନିଗମ ପକ୍ଷରୁ କାଲି ଶୌଚାଳୟ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କମିଶନର ଦିବ୍ୟଜ୍ୟୋତି ପରିଡ଼ା ଶୌଚାଳୟ ବ୍ୟବହାର ସଂପର୍କରେ ଆଲୋକପାତ କରିଥିଲେ । ମହାନଗର ନିଗମର ଅନ୍ୟ ଦୁଇ ଡେପୁଟି କମିଶନର ଡକ୍ଟର ଗୌରବମୟ ପ୍ରଧାନ ଓ ସୀତାଦେବୀ ମାଝି କହିଥିଲେଯେ, ମହିଳାମାନେ ସ୍ୱଚ୍ଛତା ଦିଗରେ ବେଶ ଯତ୍ନବାନ। ଏହି ଅବସରରେ ସହରର ୩୬ଟି ଗୋଷ୍ଠୀ ଶୌଚାଳୟର ପରିଚାଳନା ନିମନ୍ତେ ୩୬ଟି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ସହ ଏମ୍ଓୟୁ ସ୍ୱାକ୍ଷର କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 କାଳବୈଶାଖୀ ପାଇଁ ଆଲର୍ଟ 🔴 ଭିଜିଲାନ୍ସ ଜାଲରେ ପୋଲିସ ASI 🔴 ଆଜି ବସିବ ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା 🔴 ନିଷ୍ଠୁର ପାକିସ୍ତାନ, ବିପଦରେ ପକାଇଲା ୨୨୭ ଜୀବନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 କାଳବୈଶାଖୀ ପାଇଁ ଆଲର୍ଟ 🔴 ଭିଜିଲାନ୍ସ ଜାଲରେ ପୋଲିସ ASI 🔴 ଆଜି ବସିବ ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା 🔴 ନିଷ୍ଠୁର ପାକିସ୍ତାନ, ବିପଦରେ ପକାଇଲା ୨୨୭ ଜୀବନ