ଇ-ଟଏଲେଟର ଭିତ୍ତିପ୍ରସ୍ତର ସ୍ଥାପନ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲାର ପ୍ରଥମ ଇ-ଟଏଲଟ ସଞ୍ଜିବନୀ ମାର୍କେଟରେ ସ୍ଥାପନ କରାଯିବା ନେଇ ଗୁରୁବାର ଭିତ୍ତପ୍ରସ୍ତର ସ୍ଥାପନ ହୋଇଛି। ୟୁନିସେଫର ପରାମର୍ଶ ତଥା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଅଭିନବ ପ୍ରୟାସ ଆରମ୍ଭ କରିଛି ପୌରପାଳିକା। ଏହି ଟଏଲେଟରେ ସେନସରଯୁକ୍ତ ଅଟୋମେଟିକ କମାଣ୍ଡ ବ୍ୟବସ୍ଥା ରହିଛି । ଟଙ୍କିକିଆ କଏନ ଦେଇ ଏହି ଟଏଲେଟକୁ ବ୍ୟବହାର କରିହେବ । ଭର୍ଚୁଆଲ ବ୍ୟବସ୍ଥାରେ ଜିଲ୍ଲାପାଳ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୌରକର୍ମଚାରୀଙ୍କ ସମେତ ୟୁନିସେଫ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏକ କିନ୍ନର ସ୍ୱୟଂ ସହାୟକ ଗୋଷ୍ଠୀକୁ ଏହାର ପରିଚାଳନା ଦାୟିତ୍ୱ ଦେଇ ସେମାନଙ୍କୁ ଆତ୍ମନିର୍ଭରଶୀଳ କରାଯିବା ଦିଗରେ ପଦକ୍ଷେପ ନିଆଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!