Masthead

ବଦଳିଲେ ପୁରୀ ଏସପି

ବୀରମିତ୍ରପୁର ଆଇଆଇସି ନିଲମ୍ବିତ

ଭୁବନେଶ୍ୱର: ପୁରୀ ଏସପି ଅଖିଳେଶ୍ୱର ସିଂଙ୍କ ବଦଳି ହୋଇଛି । ତାଙ୍କୁ ହେଡକ୍ୱାର୍ଟରରେ ଅବସ୍ଥାପିତ କରାଯାଇଛି । ପୁରୀ ହାଜତ ମୃତ୍ୟ ଘଟଣାକୁ ନେଇ ସରକାରଙ୍କୁ ବିରୋଧୀ ଘେରିଛନ୍ତି । ମାମଲା ହାଇକୋର୍ଟକୁ ଯାଇଛି । ଚାପରେ ଆସି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିବା କୁହାଯାଉଛି । ସମ୍ବଲପୁର ଏସପି କେ. ବିଶାଲ ସିଂ ପୁରୀ ଏସପି ଭାବେ ଯୋଗ ଦେବେ । ଅନ୍ୟପକ୍ଷରେ, ବୀରମିତ୍ରପୁର ହାଜତ ମୃତ୍ୟୁ ଘଟଣାରେ ବୀରମିତ୍ରପୁର ଆଇଆଇସି ସ୍ମୃତିପ୍ରଭା ପ୍ରଧାନଙ୍କ ବିରୋଧରେ ଆକ୍ସନ ହୋଇଛି । ତାଙ୍କୁ ନିଲମ୍ବିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼