Masthead

ବିଭତ୍ସ ହତ୍ୟାକାଣ୍ଡ

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ): ତରଭା ଥାନା ଦଇତପୁରରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ହତ୍ୟାର ଶୀକାର ହୋଇଥିବା ଯୁବକଙ୍କର ଦୁଇ ହାତକୁ କଟାଯାଇଛି । ଦଇତପୁର ଅଙ୍ଗନୱାଡି ପଛପଟରୁ ଆଜି ସକାଳେ ଉଦ୍ଧାର ଯୁବକଙ୍କ ଘର ଅରଖପଦର ହୋଇଥିବା ବେଳେ ତାଙ୍କ ନାଁ ପିତାମ୍ବର ମହାକୁର (୪୬) । ଏନେଇ ତରଭା ଥାନାକୁ ଖବର ଦେବାରୁ ପୋଲିସ ଘଟଣା ସ୍ଥଳରେ ପହଂଚି ଅନୁସଂନ୍ଧାନ ଜାରି ରଖିଛି । ତାଙ୍କର ଗୋଟାଏ ହାତ ମିଳିଥିବା ବେଳ ଅନ୍ୟ ହାତକୁ ପୋଲିସ ଖୋଜୁଛି । ପିତାମ୍ବର ବହୁଦିନ ହେଲା ବାହାରେ ରହୁଥିôବା ବେଳେ ଗତ କିଛିଦିନତଳେସେ ଗାଁକୁ ଆସିଥିଲେ । କିଏ ଏବଂ କାହିଁକି ତାଙ୍କୁ ହତ୍ୟା କରିଛି ତାହା ଜଣା ପଡିନାହିଁ । ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି କହିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି