Masthead

ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା ଜବତ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଜବତ ହେଲା ଲକ୍ଷାଧିକ ଟଙ୍କାର ନକିଲ ଜର୍ଦ୍ଦା । ଭଦ୍ରକ ଜିଲ୍ଲାରୁ ଆସିଛି ଏଭଳି ଖବର । ଭଦ୍ରକ ପୁରୁଣାବଜାର ଥାନା ଶଙ୍କରପୁର ନିକଟ ଏକ ଘରୁ ବିପୁଳ ନକଲି ଜର୍ଦ୍ଦା ଜବତ କରାଯାଇଛି । ପୁରୁଣାବଜାର ପୋଲିସର ଏକ ଟିମ ଉକ୍ତ ଘରେ ଅତର୍କିତ ଭାବେ ଚଢ଼ାଉ କରି ବିପୁଳ ପରିମାଣର ନାମିଦାମୀ କମ୍ପାନୀର ଜର୍ଦା ଜବତ କରିଛନ୍ତି । ଜବତ ହୋଇଥିବା ଜର୍ଦ୍ଦାର ଆନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ ରଖିବା ସହ ଏହି ନକଲି କାରବାରର ଲିଙ୍କ ବିଷୟରେ ଅଧିକ ଖୋଳତାଡ଼ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ