Masthead

ଦୁର୍ଘଟଣାରେ ମହିଳା ମୃତ

ଲାଠିକଟା (ବଡ଼ ଖବର ବ୍ୟୁରୋ): ବ୍ରାହ୍ମଣୀତରଙ୍ଗ ଥାନା ଟିସିଆଇ ଛକ ରୋଡ଼ରେ ଘଟିଛି ଏକ ସଡ଼କ ଦୁର୍ଘଟଣା । ରାସ୍ତାରେ ଜନୈକା ମହିଳା ଏକ ସ୍କୁଟି ନେଇ ଯାଉଥିବାବେଳେ ବିପରୀତ ଦିଗରୁ ଏକ ଓଆର ୧୪ କିୟ୍ୟୁ ୯୧୯ ୬ ଡମ୍ପର ଦ୍ରୁତଗତିରେ ଆସିବାରୁ ସ୍କୁଟି ଓ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଜନୈକ ମହିଳାଙ୍କ ମୁଣ୍ଡରେ ଡମ୍ପର ଚଢ଼ି ଯାଇଥିଲା ଫଳରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିଲା । ମୃତ ମହିଳାଙ୍କ ନାମ ସାଲମୀ ମଙଣ୍ଡା ବୋଲି ଜଣାପଡ଼ିଛି ମହିଳାଙ୍କ ମୃତ୍ୟୁ ହେବା ପରେ ସ୍ଥାନୀୟ ଲୋକମାନେ ରାସ୍ତା ଅବରୋଧ କରିବା ସହ ସେଠାରେ ଘୋର ଉତ୍ତେଜନା ପ୍ରକାଶ ପାଇଥିଲା । ଖବରପାଇ ବ୍ରାହ୍ମଣୀତରଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଡମ୍ପର ଚାଳକଙ୍କୁ ଅଟକ ରଖି ଡମ୍ପର ଓ ସ୍କୁଟିକୁ ଜବତ କରିଛି । ଏବଂ ମହିଳାଙ୍କ ମୃତ ଶରୀରକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି