ସନ୍ଦେହରେ ଅଧ୍ୟାପିକାଙ୍କ ମୃତ୍ୟୁ

କୃଷ୍ଣପ୍ରସାଦ/ ବ୍ରହ୍ମଗିରି (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ସାତପଡ଼ା ପଞ୍ଚାୟତ କନିଷ୍ଠ ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତ୍ୟୁ । ମୃତା ଅଧ୍ୟାପିକା ହେଲେ ଭାନୁମତୀ ପ୍ରଧାନ । ମହାବିଦ୍ୟାଳୟ ଶ୍ରେଣୀ ଗୃହରେ ଫ୍ୟାନରେ ମୃତଦେହ ଓହଳି ଥିବା କଲେଜର ସହକର୍ମୀମାନେ ଦେଖିଥିଲେ । ଘଟଣାସ୍ଥଳରେ ସାତପଡ଼ା ଫାଣ୍ଡି ଓ ବ୍ରହ୍ମଗିରି ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ