କାଳ ହେଲା ପ୍ରେମ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରେମ କେତେବେଳେ ଆଉ କାହା ସାଥୀରେ ହୋଇଯାଏ ତାହା ଜଣା ପଡେ ନାହିଁ । ପ୍ରେମ ମଣିଷକୁ ନୂଆ ଆଶା ଦେଖାଇଥାଏ । ଆଉ ଏହି ପ୍ରେମ ମଧ୍ୟ ମଣିଷର ଜୀବନ ମଧ୍ୟ ନେଇପାରେ । ଯାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଜଳେଶ୍ୱର ଅଞ୍ଚଳରେ ।

ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ଥାନା ଚୁଡ଼ାମଣିପୁର ଗାଁର ହରିହର ପଣ୍ଡାଙ୍କ ପୁଅ ସବ୍ୟସଚୀ । ଦୀର୍ଘ ୧୦ ବର୍ଷ ବୈବାହିକ ସମ୍ପର୍କ ପରେ ମଧ୍ୟ ସ୍ତ୍ରୀଙ୍କ ସମ୍ପର୍କୀୟ ଭଉଣୀଙ୍କୁ ନେଇ ଫେରାର ହୋଇ ଯାଇଥିଲେ । ତେବେ ଏଥିରେ ଉତକ୍ଷିପ୍ତ ହୋଇ ଶ୍ୱଶୁର ଘର ଲୋକେ ସବ୍ୟସଚୀଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ କରିଛନ୍ତି ତାଙ୍କ ପରିବାର । ଜଳେଶ୍ୱର ଥାନାରେ ଏନେଇ ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’