Masthead

ଭକ୍ତଙ୍କୁ ନାହିଁ ଅନୁମତି

ଓଡଗାଁ(ବଡ଼ ଖବର ବ୍ୟୁରୋ): ପ୍ରସିଦ୍ଧ ସ୍ୱର୍ଣ୍ଣକଳସ କ୍ଷେତ୍ର ଓଡଗାଁରେ ଅନୁଷ୍ଠିତ ହେଉଛି ଶ୍ରୀରଘୁନାଥଜିଉଙ୍କ ପଂଚୁକ ବେଶ । କାର୍ତ୍ତିକ ମାସରେ ହେଉଥିବା ଏହି ବେଶକୁ ଦର୍ଶନ କରିବାପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥାଏ । କିନ୍ତୁ ଏବର୍ଷ କରୋନା ପାଇଁ ଭକ୍ତଙ୍କୁ ନାହିଁ ଅନୁମତି । ସୂଚନାନୁସାରେ ଶ୍ରୀରଘୁନାଥଜିଉ ଅଁଳା ନବମୀରେ ଭୋର ୪.୩୦ରେ ସୀତାପାଦ ଦର୍ଶନ ଓ ପରଦିନ ଭୋର ୫.୩୦ରେ ରାଇଦାମୋଦର ବେଶରେ ଦର୍ଶନ ଦେବେ । ଅନ୍ୟପକ୍ଷେ କରୋନା କାରଣରୁ ଶ୍ରଦ୍ଧାଳୁଙ୍କୁ ମନ୍ଦିର ପ୍ରବେଶ ଅନୁମତି ନାହିଁ । ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମ୍ମୁଖରୁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା