କରିବା ରକ୍ତଦାନ, ବଞ୍ଚାଇବା ଜୀବନ

ଭଣ୍ଡାରିପୋଖରୀ(ବଡ଼ ଖବର ବ୍ୟୁରୋ): ଭଣ୍ଡାରିପୋଖରୀ ବିଜେଡି ପକ୍ଷରୁ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଉଦଘାଟନ କରିଥିଲେ ସାଂସଦ ମଞ୍ଜୁଲତା ମଣ୍ଡଳ । ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ ପ୍ରାକ୍ତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ । ଏହି ଅବସରରେ ୭୧ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’