Masthead

ସାମ୍ବାଦିକ ୟୁନିୟନର ସ୍ୱତନ୍ତ୍ର ଅଧିବେଶନ

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ସ୍ୱତନ୍ତ୍ର ଅଧିବେଶନ ଜିଲ୍ଲା ସଭାପତି ସମରଜିତ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶା ସାମ୍ବାଦିକ ୟୁନିୟନ ମଧ୍ୟ ଅନୁବନ୍ଧିତ ଅଛି । ଆୟୋଜିତ ଅଧିବେଶନରେ ରାଜ୍ୟ ସଭାପତି ପ୍ରସନ ମହାନ୍ତି ଯୋଗ ଦଇ ସାମ୍ବାଦିକଙ୍କ ସମସ୍ୟା ଓ ଆଗାମୀ ଦିନରେ ସାମ୍ବାଦିକଙ୍କ ଭୂମିକା କିପରି ହେବ ସେ ସମ୍ପର୍କରେ ବର୍ଣ୍ଣନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉପସଭାପତି କିଶାନ ରାଉତ, ଜାତୀୟ କାର୍ଯ୍ୟକାରିଣୀ ସଭ୍ୟ ସଦାଶିବ ସରାଫ, ଟ୍ରିବ୍ୟୁନାଲ ଅଧ୍ୟକ୍ଷ ରାଜୀବ ମହାନ୍ତି, ଜିଲ୍ଲା ସମ୍ପାଦକ ରଞ୍ଜିତ ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ