Masthead

ଲୁଟିନେଲେ ଲାକ୍ଷାଧିକ ଟଙ୍କାର ସୁନାଗହଣା

ବାଂଶପାଳ(ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାର ବାଂଶପାଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଚୋରି । ଗତକାଲି ବିଳମ୍ବିତ ରାତିରେ ହାଟପଡାରେ ମିହିର ପରିଡ଼ାଙ୍କ ରାହୁଲ ଜୁଏଲାରୀରୁ ହୋଇଛି ବଡ଼ ଧରଣର ଚୋରି । ଆଜବେଷ୍ଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ଗହଣା ଚୋରି ହୋଇଛି । ଫାଣ୍ଡି ଠାରୁ ମାତ୍ର ୨୫୦ ମିଟର ଦୂରରେ ଥିବା ଏହି ସୁନାଗହଣା ଦୋକାନରୁୂ ହୋଇଛି ଚୋରି । ସମାନ ଢଙ୍ଗରେ ମଧ୍ୟ ନୟାକୋଟ ଥାନା ଠାରୁ ୩୦୦ ମିଟର ଦୂରରେ ଥିବା ଏକ ସେଲୁନରୁ ଓ କୁଶକଳାର ଦୁଇଟି ଦୋକାନରୁ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ବାରମ୍ବାର ଚୋରି ଘଟଣା ବୃଦ୍ଧି ପାଉଥିବାରୁ ପୋଲିସର ପାରିବାପଣିଆ ପ୍ରତି ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ