Masthead

ପିକଅପ ଭ୍ୟାନ ସହ ୨ ଗୋରୁବେପାରୀ ଗିରଫ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଗୋରୁଚାଲାଣ ଅଭିଯୋଗରେ ୨ ଗୋରୁ ବେପାରୀ ଗିରଫ ହୋଇଛନ୍ତି । ବେପାରୀମାନେ ପଶ୍ଚିମବଙ୍ଗରୁ ଗୋରୁ ଓଡ଼ିଶା ଚାଲାଣ କରୁଥିବାବେଳେ ଧରାପଡ଼ିଛନ୍ତି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଲକ୍ଷ୍ମଣ ନାଥ ପଞ୍ଚ।।ୟତ ବିରିଶପୁର ଗାଁ ଭିତର ଦେଇ ଏକ ପିକଅପ୍ ଭ୍ୟାନରେ ଗୋରୁମାନଙ୍କୁ ପଶ୍ଚିମବଙ୍ଗରୁ ଓଡ଼ିଶା ଚାଲାଣ କରାଯାଉଥିଲା । ଗାଁ ଲୋକ ଖବର ପାଇବା ପରେ ଉକ୍ତ ପିକଅପ ଭ୍ୟାନକୁ ଅଟକାଇ ଜଳେଶ୍ୱର ଥାନାରେ ଦେଇଥିଲେ । ପୋଲିସ ୨ ଗୋର ବେପାରୀଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା