Masthead

ବିରଳ ଡଲଫିନ ଉଦ୍ଧାର

ରାଜନଗର (ବଡ଼ ଖବର ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରୁ ବିରଳ ପ୍ରଜାତିର ଡଲଫିନ ଉଦ୍ଧାର । ଉଦ୍ଧାର ହୋଇଛି ମୃତ ଡଲଫିନ । ରବିବାର ରାତିରେ ରାଜନଗର ବନବିଭାଗ ପଟ୍ଟାମୁଣ୍ଡାଇ ଭେଡ଼ିସାହିର ଗୋବରୀ ନଦୀରୁ ଏହି ଡଲଫିନକୁ ଉଦ୍ଧାର କରାଯାଇଥିଲା । ଏହି ମୃତ ଡଲଫିନକୁ ରାଜନଗର ବନଖଣ୍ଡ କାର୍ଯ୍ୟାଳୟରେ ରଖାଯାଇଛି । ଏଭଳି ଡଲଫିନ କେବଳ ମଧୁର ଜଳରେ ଦେଖାଯାଏ । ରାଜନଗର ଅଞ୍ଚଳରୁ ପ୍ରଥମଥର ଲାଗି ଏଭଳି ଡଲଫିନ ଉଦ୍ଧାର ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ