Masthead

ପରପାରିରେ ତରୁଣ ଗୋଗେଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରପାରିରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା । ୨୦୦୬ରୁ ୨୦୧୧ ଓ ୨୦୧୧ରୁ ୨୦୧୬ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ କରିଛନ୍ତି । କଂଗ୍ରେସର ଜଣେ ଦକ୍ଷ ନେତା ଥିଲେ ତରୁଣ ଗୋଗୋଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ