Masthead

ନକଲି ଗୁଟଖା କମ୍ପାନୀରେ ଚଢ଼ାଉ

କଟକ (ବଡ଼ ଖବର ବ୍ୟୁରୋ): ଆକ୍ସନ ମୁଡରେ କମିଶନରେଟ ପୋଲିସ । କଟକ ଜଗତପୁର ନୂତନ ଶିଳ୍ପାଞ୍ଚଳ ଫେଜ-୩ ରେ ଥିବା ନକଲି ଗୁଟଖା କମ୍ପାନୀରେ ଚଢ଼ାଉ କରିଛି ପୋଲିସ । କାରଖାନାର ମାଲିକ ଓ କର୍ମଚାରୀ ଫେରାର ଥିବା ବେଳେ ଲକ୍ଷାଧିକ ଟଙ୍କାର ପାନମସଲା ଜବତ କରିଛି ପୋଲିସ।
କିଛିଦିନ ମଧ୍ୟରେ କମିଶନରେଟ ପୋଲିସ କଟକର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ନକଲି ଖାଦ୍ୟ ତଥା ମସଲା ଇତ୍ୟାଦି ପ୍ରଚୁର ଜବତ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା