ସ୍ୱଚ୍ଛତାର ନଗ୍ନଚିତ୍ର

ଶେରଗଡ଼ (ବଡ଼ ଖବର ବ୍ୟୁରୋ): ରାସ୍ତା କଡରେ ଜମି ରହିଛି କୁଢ଼ କୁଢ଼ ଆବର୍ଜନା । ଗନ୍ଧରେ ନାକ ଫାଟି ପଡୁଛି । ଶେରଗଡ଼ ମେଡିକାଲ ଛକରୁ ବିଜୁ ପଟ୍ଟନାୟକ ଛକ ପର୍ଯ୍ୟନ୍ତ ଏଭଳି ମଇଳା ପଡିରହିଛି । ଏହି ରାସ୍ତା ଦେଇ ଶହ ଶହ ଲୋକ ଯାଉଛନ୍ତି । ସରକାର ସ୍ୱଚ୍ଛତା ଦିଗରେ ବଡ଼ ପଦକ୍ଷେପ ନେଉଥିବା ବେଳେ ଏଠାରେ ପଡିନାହିଁ କାହାରି ନଜର । ସ୍ୱଚ୍ଛତା ଆଣିବାରେ ଚଳିତ ବର୍ଷ ଶେରଗଡ଼କୁ ପୁରସ୍କାର ମିଳିଥିବା ବେଳେ ଏଭଳି ଚିତ୍ର ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ସବୁ ଆବର୍ଜନାକୁ ସଫା କରାଯାଉ ବୋଲି ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ