Masthead

ତାତିଲେ ଉଠା ଦୋକାନୀ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଉଠା ଦୋକାନୀଙ୍କ ଉପରେ ଦାଉ ସାଜିଛି ସମ୍ବଲପୁର ମହାନଗର ନିଗମ । ସହରର ବିଭିନ୍ନ ସ୍ଥାନରେ ଦୋକାନ ଲଗାଇଥିବା ଦୋକାନୀଙ୍କୁ ବାରମ୍ବାର ସ୍ଥାନାନ୍ତରିତ କରାଯାଉଛି । ବାରମ୍ବାର ସ୍ଥାନାନ୍ତର ହେବା ଯୋଗୁଁ ବେପାର ମାନ୍ଦା ହେବା ସହ ବେପାରୀମାନେ ଦୁର୍ଦ୍ଦିନରେ ଗତି କରୁଛନ୍ତି । ଏହାର ପ୍ରତିବାଦରେ ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ଘେରିଛନ୍ତି ଉଠା ଦୋକାନୀ ।

ସମ୍ବଲପୁର ମହାନଗର ନିଗମ ଆଗରେ ଉଠାଦୋକାନୀମାନେ ପ୍ରତିବାଦ କରିଛନ୍ତି । ସ୍ଥାୟୀ ଭେଣ୍ଡିଂ ଜୋନ ଦେବାରେ ସକ୍ଷମ ହୋଇ ନ ଥିବା ମହାନଗର ନିଗମ ବାରମ୍ବାର ସ୍ଥାନାନ୍ତରକୁ ସାଧାରଣରେ ମଧ୍ୟ ନିନ୍ଦାଯାଇଛି । ଗୋଲ ବଜାରରେ ଥିବା ଉଠା ବେପାରୀଙ୍କୁ ସ୍ଥାନାନ୍ତରିତ କରାଯାଇଛି । ଉଠାଦୋକାନୀ ସଂଘ ସହ ଆଲୋଚନା ପରେ ଏକ କମିଟି ଗଠନ କରାଯାଇ ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି କମିସନର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ