Masthead

ପୋଲିସ କବଜାରେ ଡକାୟତ

କଟକ(ବଡ଼ ଖବର ବ୍ୟୁରୋ) : ନୟାସଡ଼କ ସ୍ଥିତ ଏକ ଘରୋଇ ସଂସ୍ଥାରେ ଘଟିଥିବା ବଡ଼ ଘଟଣାର ସମସ୍ତ ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ। ବହୁ ପରିମାଣର ଚୋରା ସୁନା ଜବତ କରିଛି ପୋଲିସ । କଟକ ନୟାସଡକ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ବାଇକ୍ ଜବତ କରାଯାଇଛି। ଦୀର୍ଘ ୬ଦିନ ପରେ ଚୋରି ହୋଇଥିବା ସୁନା ଜବତ ହୋଇଛି । ୧୯ ନଭେମ୍ବର ପୂର୍ବାହ୍ନରେ ଆଇଆଇଏଫଏଲ୍ ଫାଇନାନ୍ସ କମ୍ପାନୀ କଟକ ଶାଖାରେ ଡକାୟତି ହୋଇଥିଲା । ଡକାୟତମାନେ ପାଖାପାଖି ୪୦ କିଲୋଗ୍ରାମ ସୁନା ଅଳଙ୍କାର ଲୁଟି ନେଇଥିଲେ । ଯାହାର ବଜାର ମୂଲ୍ୟ ପ୍ରାୟ ୨୦ କୋଟି ଟଙ୍କା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା