Masthead

ଚିକିତ୍ସାଧୀନ ହାତୀର ମୃତ୍ୟୁ

ପାଲଲହଡ଼ା(ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ଚୁଆନାଳି ଗ୍ରାମ ନିକଟରେ ୭/୮ ବର୍ଷର ଅସୁସ୍ଥ ମାଈହାତୀ ଆଜି ସକାଳେ ବନବିଭାଗ କର୍ମଚାରୀଙ୍କ ଦ୍ୱାରା ଉଦ୍ଧାର ହୋଇଥିଲା। ଆଜକୁ ପ୍ରାୟ ୩/୪ ଦିନ ହେବ ବନବିଭାଗ କର୍ମଚାରୀମାନେ ଖବର ପାଇ ହାତୀର ଅନୁସଂଧାନ ଜାରି ରଖିଥିଲେ । ଚୁଆନାଳି ଗ୍ରାମର ଫକୀର ପ୍ରଧାନଙ୍କ ବିଲରେ ହାତୀଟି ପଡ଼ି ରହିଥିବା ଦେଖି ଗ୍ରାମବାସୀ ବନବିଭାଗକୁ ଖବର ଦେଇଥିଲେ । ହାତୀ ଗୁରୁତର ଥିବାରୁ ସ୍ଥାନୀୟ ପ୍ରାଣୀ ଚିକିତ୍ସା ଅଧିକାରୀ ଚିକିତ୍ସା ଆରମ୍ଭ କରିଥିଲେ । ବହୁତ ଚେଷ୍ଟାପରେ ମଧ୍ୟ ହାତୀଟିକୁ ବଂଚାଇ ପାରିଲେ ନାହିଁ । ଶେଷରେ ହାତୀଟି ମୃତ୍ୟୁବରଣ କଲା । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ