Masthead

ମାଦକ ଦ୍ରବ୍ୟ ଜବତ, ୪ ଗିରଫ

ବାଲିଚନ୍ଦ୍ରପୁର (ବଡ଼ ଖବର ବ୍ୟୁରୋ): ବାଳିଚନ୍ଦ୍ରପୁରରେ ଦିନକୁ ଦିନ ଚୋରା ଗଞ୍ଜେଇ ଓ ମଦ ବେପାର ବଢିବାରେ ଲାଗିଛି । ଏହାକୁ ନେଇ ବଢୁଛି ଜନ ଅସନ୍ତୋଷ । ଶନିବାର ଯାଜପୁର ଏସପି ଚରଣ ସିଂ ମୀନାଙ୍କ ନିର୍ଦ୍ଦେଶରେ ଏକ ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା । ୩ ଜଣ ବେପାରୀଙ୍କ ଠାରୁ ୨ କେଜି ୫୫୦ ଗ୍ରାମ ଗଞ୍ଜେଇ ରଖାଯାଇଛି । ସେହିପରି ଜଣେ ମଦ ବେପାରୀଙ୍କ ଠାରୁ ବିଭିନ୍ନ ବ୍ରାଣ୍ଡର ୭୦ ବୋତଲ ବିଦେଶୀ ମଦ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ମାହାଙ୍ଗା ଓ ବାଲିଚନ୍ଦ୍ରପୁର୍ ଅଞ୍ଚଳର । ସେମାନଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା