ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଓଡ଼ିଆ ଝିଅର କମାଲ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ସ୍ଥାନ ପାଇଲେ ବଲାଙ୍ଗିରର ଝିଅ ଶୁଭଶ୍ରୀ ରାୟଗୁରୁ । ଫେମିନା ମିସ୍ ଇଣ୍ଡିଆ ପକ୍ଷରୁ ଆୟୋଜିତ ହେବାକୁ ଥିବା ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ସାମିଲ ପାଇଁ ମନୋନୀତ ହୋଇଛନ୍ତି ଶୁଭଶ୍ରୀ । ବଲାଙ୍ଗିରର ସ୍ପେସିଆଲ ଜୁଡ଼ିସିଆଲ୍‌ ମାଜିଷ୍ଟ୍ରେଟ୍‌ ରମେଶ ଚନ୍ଦ୍ର ରାୟଗୁରୁଙ୍କ ଝିଅ ହେଉଛନ୍ତି ଶୁଭଶ୍ରୀ । ଏଥିରେ ଭାଗ ନେବାକୁ ଥିବା ଓଡ଼ିଶାର ଶ୍ରେଷ୍ଠ ୫ ଜଣ ପ୍ରତିଯୋଗୀଙ୍କ ମଧ୍ୟରେ ଅଛନ୍ତି ଶୁଭଶ୍ରୀ । ଏହି ଖବର ଜଣାପଡ଼ିବା ପରେ ବଲାଙ୍ଗୀର ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!