Masthead

ଅଜଣା ଗାଡି ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଭଞ୍ଜନଗର ଥାନା ଅନ୍ତର୍ଗତ ସାହାଣପଲ୍ଲୀ ଗ୍ରାମ ନିକଟରେ ଦୁର୍ଘଟଣା ଘଟିଛି । ଅଜଣାଗାଡ଼ି ଧକ୍କାରେ ଶିବଶଙ୍କର ବିଷୋୟୀ (୪୫)ଙ୍କର ମୃତ୍ୟୁ ହୋଇଛି । ଲଣ୍ଡେଇସାହି ଗ୍ରାମର ଶିବଶଙ୍କର କୌଣସି କାମରେ ବାଇକ୍ରେ କୁଲାଡ଼ ଯାଇଥିଲୋ ଫେରୁଥିବା ବେଳେ ସାହାଣପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ଭଞ୍ଜନଗର ପୋଲିସ ପହଂଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼