Masthead

ଦୁଇ ବାଇକ୍ ଚାଳକଙ୍କ ମୃତ୍ୟୁ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଚିକିଲି ଗ୍ରାମ ବାମୁଣୀନାଳ ନିକଟରେ ଘଟିଛି ସଡ଼କ ଦୁର୍ଘଟଣା । ବାଇକ୍ଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଖସି ବୁଦା ଭିତରକୁ ପଶି ଯାଇଥିଲା । ଘଟଣାସ୍ଥଳରେ ହିଁ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ଘଟଣାଟି ମଧ୍ୟ ରାତ୍ରିରେ ଘଟିଛି । ଆଜି ସକାଳୁ ସ୍ଥାନୀୟ ଲୋକ ଏହା ଦେଖି ପୋଲିସକୁ ଜଣାଇଥିଲେ । ପୋଲିସ ଦୁଇଟି ମୃତଦେହ ସହ ଉଏ୦୫କ-୫୦୫୧ ନମ୍ବରର ଏକ ବାଇକ୍ ଜବତ କରିଛି । ଜଣେ ମୃତ ଯୁବକଙ୍କ ପରିଚୟ ମିଳିଛି । ତାଙ୍କ ନାଁ ମୁକୁନ୍ଦ ଜନୀ ଓ ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ