Masthead

ଦୁର୍ଘଟଣାରେ ଜଣେ ମୃତ

ଗୁଣୁପୁର(ବଡ଼ ଖବର ବ୍ୟୁରୋ): ରାୟଗଡା ଜିଲ୍ଲା ପଦ୍ମପୁର ମାରିଗୁଡା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତ ଯୁବକ ହେଲେ ବାଗଶଳା ଗ୍ରାମର ଜଗଦୀଶ । ରାତିରେ ବାଇକରେ ୨ଜଣ ଯୁବକ ପଦ୍ମପୁରରୁ ନିଜ ଘରକୁ ଯିବାବେଳେ ମାରିଗୁଡା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଛି । ସକାଳେ ଲୋକ ଦେଖିବା ପରେ ୧୦୮କୁ ଖବର ଦେଇଥିଲେ । କିଛି ସମୟ ପରେ ୧୦୮ରେ ତାଙ୍କୁ ପଦ୍ମପୁର ମେଡିକାଲକୁ ନିଆଯାଇଛି । ଏହା ଦୁର୍ଘଟଣା ନା ଆଉ କିଛି ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ