Masthead

ଟ୍ରେନ ଧକ୍କାରେ ମହିଳା ମୃତ

ଅନୁଗୋଳ(ବଡ ଖବର ବ୍ୟୁରୋ):- ଆଜି ସକାଳେ ନାଲକୋ ଥାନା ବଳରାମ ପ୍ରସାଦ ଟ୍ରେନ ଲାଇନରେ କଟି ମହିଳାଙ୍କ ମୃତ୍ୟୁ ହୋଇଛି ।। ମୃତ ମହିଳାଙ୍କ ପରିଚୟ ମିଳିଛି । ସେ ହେଉଛନ୍ତି ଟିକନ ରାଉତଙ୍କ ସ୍ତ୍ରୀ ଗୀତାଞ୍ଜଳି ରାଉତ । ନାଲକୋ ଟ୍ରେନ ଧକ୍କାରେ ଗ୍ରାମର ଅନେକ ବ୍ୟକ୍ତିଙ୍କ ଅକାଳରେ ମୃତ୍ୟୁ ହେଉଛି । ।ଟ୍ରେନ ଲାଇନକୁ ସୁରକ୍ଷା ବଳୟ ମଧ୍ୟରେ ରଖାଯାଉନାହିଁ ବୋଲି ସାଧାରଣରେ ଅଭିଯୋଗ ହେଉଛି । ବର୍ତ୍ତମାନ ପର୍ୟ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନାହିଁ । ନାଲକୋ କମ୍ପାନୀ ପକ୍ଷରୁ ଉକ୍ତ ସ୍ଥାନକୁ କୌଣସି ଅଧିକାରୀ ଆସିନାହାନ୍ତି । ଜିଲ୍ଲା ପରିଷଦ ସଭ୍ୟା ମଞ୍ଜୁଲତା ସାହୁ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା