Masthead

ନ୍ୟାୟ ମାଗୁଛନ୍ତି ମହିଳା

ଭଦ୍ରକ(ବଡ଼ ଖବର ବ୍ୟୁରୋ): ନ୍ୟାୟ ପାଇବା ପାଇଁ ପୋଲିସର ଦ୍ୱାରସ୍ଥ ହେଲେ ମହିଳା । ଜମି ଜମା ବିବାଦକୁ ନେଇ ପୁରୁଣା ବଜାର ଥାନକୁ ଦୌଡ଼ି ଦୌଡ଼ି ହତାଶ ହେବା ପରେ ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତି ମହିଳା । ମିର୍ଜାପୁରର ନୁନିଆ ମହଲା ମନୋରା ବିବିଙ୍କ ବୟସ ୪୫ ବର୍ଷ । ଅନ୍ୟ ଦୁଇ ଜଣ ସେକ ସୁଫିୟାନ ଓ ସେକ ଉଷମାନ ମିଶି ଜୋର ଜବରଦସ୍ତ ତାଙ୍କ ଜାଗାରେ ଘର ତିଆରି କରୁଛନ୍ତି । ସେ ବିଧବା ହୋଇଥିବାରୁ ତାଙ୍କୁ ଆକ୍ରମଣ କରିବା ସହ ଜୀବନରୁ ମାରି ଦେବାକୁ ଧମକ ଦେଉଛନ୍ତି । ତାଙ୍କ ପିଲାମାନଙ୍କୁ ମାରିବା ପାଇଁ ମଧ୍ୟ ଧମକ ଦେଇଛନ୍ତି । ତାଙ୍କର କେହି ସାହାରା ନଥିବାରୁ ମହିଳା ଜଣକ ନ୍ୟାୟ ପାଇଁ ଆଜି ପୋଲିସର ଦ୍ୱାରସ୍ଥ ହୋଇଛନ୍ତି । ଦେଖିବାକୁ ବାକି ରହିଲା ମହିଳାଙ୍କୁ କେବେ ନ୍ୟାୟ ମିଳୁଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ