Masthead

ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଟାଙ୍ଗୀ(ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ବିରିବାଡି ଗାଁ ପୁରୁଣା ସାହିରେ ଅଗ୍ନିକାଣ୍ଡ । ବିଜୟ ବିଶ୍ୱାଳଙ୍କ ଟେଷ୍ଟ ହାଉସ୍ ଘରେ ଅଗ୍ନିକାଣ୍ଡ ଘଟିଛି । ବୁଧବାର ମଧ୍ୟାହ୍ନ ୨ଟାରେ ଘଟିଛି ଏ ଅଘଟଣ। ଗଙ୍ଗାଧରପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ । ଟେଣ୍ଟ ହାଉସ୍ ଘରେ ଥିବା ଲକ୍ଷାଧିକ ଟଙ୍କାର ଟେଣ୍ଟ କପଡା, ଲାଇଟ୍ ଓ ମେସିନ ପୋଡି ପାଉଁଶ ହୋଇଯାଇଛି । ୪ଲକ୍ଷରୁ ଉଦ୍ଧ୍ୱ ଟଙ୍କାର ସାମଗ୍ରୀ ପୋଡ଼ି ଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର