Masthead

ଓଲଟିଲା ମାଲ୍ ବୋଝେଇ ଟ୍ରକ୍

ଟାଙ୍ଗୀ-ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ନୁନଟିକିରି ପୋଲ ନିକଟରେ ୧୪ ଚକିଆ ମାଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ କେନାଲ ପୋଲ ଉପରୁ ତଳକୁ ଖସି ପଡ଼ିଛି । ଅଳ୍ପକେ ଚାଳକ ଓ ହେଲ୍ପର ବର୍ତ୍ତିଯାଇଛନ୍ତି । ଘଟଣାସ୍ଥଳରେ ଚୌଦ୍ୱାର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା