Masthead

ମାରୋଡନାଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ତାରକା ମାରୋଡନାଙ୍କ ପରଲୋକ । ହୃଦଘାତରେ ମାରୋଡନାଙ୍କ ମୃତ୍ୟୁ । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା । ତାଙ୍କର ଦେହାନ୍ତରେ କ୍ରୀଡା ଜଗତରେ ଖେଳି ଯାଇଛି ଶୋକର ଛାୟା । ବିଶ୍ୱ ପ୍ରସିଦ୍ଧ ଫୁଟବଲର ଥିଲେ ଡିଆଗୋ ମାରାଡୋନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ