Masthead

ପଦ୍ମ ଧରିଲେ ସଂଖ୍ୟାଲଘୁ ସମ୍ପ୍ରଦାୟ

ପିପିଲି(ବଡ଼ ଖବର ବ୍ୟୁରୋ):ପୁରୀଜିଲ୍ଲା ପିପିଲି ଅଞ୍ଚଳର ପ୍ରାୟ ୩୫୦ରୁ ଅଧିକସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ଆଜି ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ପୁରୀଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ନେତୃତ୍ୱରେ ସେମାନେ ବିଜେପିରେ ସାମିଲ ହୋଇଛନ୍ତି । ଆଶ୍ରିତଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଖୋର୍ଦ୍ଧା ଜିଲ୍ଲା କାଇପଦରସ୍ଥିତ ମସଜିଦରେ ସେମାନେ ବିଜେପିରେ ସାମିଲ ହୋଇଥିଲେ । ଆଗାମୀ ଦିନରେ ପିପିଲି ନିର୍ବାଚନମଣ୍ଡଳୀର ବିକାଶରେ ଏମାନେ ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି ଦଳ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା