Masthead

କୃଷି ଆଇନକୁ ବିରୋଧ

ସିନାପାଲି(ବଡ଼ ଖବର ବ୍ୟୁରୋ): କୃଷି ଆଇନକୁ ମାଓ ସଙ୍ଗଠନର ବିରୋଧ । ନୂତନ କୃଷି ଆଇନକୁ ବିରୋଧ କରି କେନ୍ଦ୍ର ସରକାରଙ୍କ ଉପରେ ବର୍ଷୀଛନ୍ତି ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ମେନପୁର-ନୂଆପଡା ମାଓ ସଙ୍ଗଠନ । ଏଥିପାଇଁ ଡିସେମ୍ବର ୨ ରୁ ୧୭ ପର୍ଯ୍ୟନ୍ତ ମାଓ ଅଞ୍ଚଳରେ ପିଏଲଜିଏ ସପ୍ତାହ ପାଳନ କରାଯିବ । ନୂତନ କୃଷି ଆଇନକୁ ରଦ୍ଧ କରାଯିବା ସହ, ଫସଲର ନ୍ୟୁନତମ ସହାୟକ ମୂଲ୍ୟ , ଜଙ୍ଗଲ ଜମି ଉପରେ ଜନତାର ଅଧିକାର ଭଳି ଅନେକ ଦାବି ସଂଗଠନ ପକ୍ଷରୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ