Masthead

ଟ୍ୟାଙ୍କର ଧକ୍କାରେ ମୃତ୍ୟୁ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ବେଗୁନିଆ ବ୍ଲକ ବାଘମାରି ପେଟ୍ରୋଲ ପମ୍ପ ନିକଟରେ କିରୋସିନି ଟ୍ୟାଙ୍କର ଧକ୍କାରେ ଜଣେ ବାଟୋଇଙ୍କର ମୃତ୍ୟୁ ହୋଇଛି । ତେବେ ମୃତ ବ୍ୟକ୍ତି ଜଣକ ଖୋର୍ଦ୍ଧା ଶରଧାପୁର ଅଞ୍ଚଳର ଅକା ବୋଲି ଜଣାପଡିଛି। ସେ ବାଘମାରି ମେଡ଼ିକାଲରୁ ନିଜ ଘରକୁ ଯିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା ଘଟଣାସ୍ଥଳରୁ ଟ୍ୟାଙ୍କର ଡ୍ରାଇଭର ଫେରାର ହୋଇଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼