Masthead

ହାର୍ଦ୍ଦିକଙ୍କ ପାଇଁ ଦଳରେ ସନ୍ତୁଳନ ରହିପାରୁ ନାହିଁ – କୋହଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଦଳରେ ସନ୍ତୁଳନ ରହି ପାରୁନାହିଁ । ଏମିତି କହିଛନ୍ତି ଅଧିନାୟକ ବିରାଟ କୋହଲି । ମ୍ୟାଚ ପରେ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ବିରାଟ କହିଥିଲେ କି ପାଣ୍ଡ୍ୟା ବୋଲିଂ କରିବାକୁ ଫିଟ୍ ନ ଥିବାରୁ ଦଳର ସନ୍ତୁଳନକୁ ବିଗୁଡ଼ୁଛି । ସଂପ୍ରତି ଦଳରେ ଅଲରାଉଣ୍ଡର ବିକଳ୍ପ ଅଭାବ ରହିଛି ଯାହା ଫଳରେ ଦଳର ସନ୍ତୁଳନ ବିଗୁଡ଼ୁଛି ବୋଲି କୋହଲି କହିଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି କି ପ୍ରଥମ ୨୫ ଓଭର ପରେ ପଡ଼ିଆରେ ଭିତରେ ଆମର ଶାରୀରିକ ଭାଷା ଭଲ ନ ଥିଲା । ଏହା ମ୍ୟାଚର ସବୁଠାରୁ ନୌରାଶଜନକ ଦିଗ ଅଟେ । ଦକ୍ଷ ଓ ଶକ୍ତିଶାଳୀ ପ୍ରତିପକ୍ଷ ବିପକ୍ଷରେ ଯଦି ଆପଣ ସୁଯୋଗ ହାତଛଡ଼ା କରନ୍ତି, ତାହେଲେ ପରବର୍ତ୍ତୀ ସମୟରେ ଏହାର ପରିଣାମ ଭୋଗିବାକୁ ପଡ଼ିଥାଏ ବୋଲି ବିରାଟ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା